Download Now Banner

This browser does not support the video element.

ସୁକିନ୍ଦା: ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ

Sukinda, Jajpur | Aug 21, 2025
ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ । ସୂଚନା ମୁତାବକ ସୁକିନ୍ଦା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ ନିଜ ବାଇକ ଯୋଗେ ଗୁରୁବାର ରାତି 8:30 ମିନିଟ ସମୟରେ ହଠାତ ସୁକିନ୍ଦା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀ ମାନଙ୍କ ସ୍ଵାସ୍ଥ୍ୟ ଅବସ୍ଥା ପଚାରି ବୁଝି ସ୍ଥିତି ଅନୁଧ୍ୟାନ କରିଥିବା ଦେଖିବାକୁ ମିଳିଛି ।
Read More News
T & CPrivacy PolicyContact Us