Download Now Banner

This browser does not support the video element.

ହଣ୍ଡପା: କିଶୋରନଗର ଉଚ୍ଚ ବିଦ୍ୟାଳୟରେ କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ସୂଚନା

Handapa, Angul | Nov 7, 2024
ବିତର୍କ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା କିଶୋରନଗର ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ବିଜୟାଲକ୍ଷ୍ମୀ ସାହୁଙ୍କୁ ଗୁରୁବାର ଅପରାହ୍ନ ୧ ଟା ରେ ବିଦ୍ୟାଳୟ ତରଫରୁ ବିଦ୍ୟାଳୟ ପରିସର ରେ ସମ୍ବର୍ଦ୍ଧିତ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭା ସାହୁ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନପୂର୍ବକ ସମ୍ବର୍ଦ୍ଧିତ କରିଥିଲେ । ଶିକ୍ଷକ ସଂଗ୍ରାମ କେଶରୀ ପୃଷ୍ଟି, ବିନାୟକ ଦେହୁରୀ, ଚିନ୍ମୟୀ ମହାପାତ୍ର, ଭୈରବ କୁମାର ଦେହୁ
Read More News
T & CPrivacy PolicyContact Us