Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବାରିପଦା ପୌରପାଳିକା ଠାରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ୨୦୨୫ ଦିବସ ପାଳିତ

Baripada M, Mayurbhanj | Aug 31, 2025
ବାରିପଦା ପୌରପାଳିକା କାର୍ଯ୍ୟାଳୟ ପରିସରରେ ରବିବାର ଦିନ ପ୍ରାୟ ୧୧ଟାରେ ନିଖିଳ ଭାରତୀୟ ସ୍ୱାୟତ ଶାସନ ଦିବସ ପାଳିତ ହୋଇଛି। ନଗରପାଳ କୃଷ୍ଣାନନ୍ଦ ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ହେମକାନ୍ତ ସୟ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଉପ ନଗରପାଳ ସୀମା ଦାସଙ୍କ ସମେତ ସମସ୍ତ କାଉନସିଲର ମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us