Install App
sushantpattnayak1983
This browser does not support the video element.
ଛତ୍ରପୁର: ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ବେଳେ ସାନଘାଟିରେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ବ୍ରହ୍ମପୁର ଅବକାରୀ ଟିମ୍
Chhatrapur, Ganjam | Sep 11, 2025
ବାହାର ରାଜ୍ୟକୁ ଚାଲାଣ ହେଉଥିଲା ଗଞ୍ଜେଇ। ମାଡି ବସିଲା ଅବକାରୀ ବିଭାଗ ।ଗଞ୍ଜାମ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସାନ ଘାଟିରେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ।ଗୁରୁବାର ଅପରାହ୍ନରେ ବ୍ରହ୍ମପୁର ଅବକାରୀ ବିଭାଗ ଉପ ଆୟୁକ୍ତକଂ କାର୍ଯ୍ୟାଳୟ ଠାରେ ଏନେଇ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!