Install App
sabitagiri934
This browser does not support the video element.
ଭୋଗରାଇ: ଜଳେଶ୍ୱରପୁର ଠାରେ ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସମ୍ବର୍ଦ୍ଧନା ସମାରୋହ, ଯୋଗ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ।
Bhograi, Balasore | Sep 5, 2025
ଭୋଗରାଇ ବ୍ଲକ ଜଳେଶ୍ୱରପୁର ଠାରେ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଆଜି ପବିତ୍ର ଗୁରୁ ଦିବସ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଭୋଗରାଇ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଯୋଗ ଦେବା ସହିତ ବହୁ ବରିଷ୍ଠ ବ୍ୟକ୍ତି ବିଶେଷ ମାନେ ଉପସ୍ଥିତ ଥିଲେ ।
Share
Read More News
T & C
Privacy Policy
Contact Us
Your browser does not support JavaScript!