This browser does not support the video element.
ତଲସରା: ସବଡେଗା ବ୍ଳକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଦି କର୍ମଯୋଗୀ ଅଭିଯାନ ବୈଠକ ଅନୁଷ୍ଠିତ
Talasara, Sundargarh | Sep 9, 2025
ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସବଡେଗା ବ୍ଳକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ଆଦି କର୍ମଯୋଗୀ ଅଭିଯାନ ବୈଠକ ବିଡ଼ିଓ ବିଶ୍ଵନାଥ ସାହୁ ଙ୍କର ସଭାପତିତ୍ବରେ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସବଡେଗା ବ୍ଳକର ବିଭିନ୍ନ ବିଭାଗୀୟ ଅଧିକାରୀ ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ ଓ ସମିତି ସଦସ୍ୟ ମାନେ ଯୋଗ ଦେଇଥିଲେ।