Download Now Banner

This browser does not support the video element.

ପଦ୍ମପୁର: ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

Padmapur, Bargarh (Baragarh) | Sep 8, 2025
ଆଜି 11ଟା ସମୟରେ ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀବରଗଡଶ୍ରୀ‌କୁବେରମହନ୍ତ,ଶ୍ରୀପ୍ରଫୁଲ୍ଲ କୁମାର ଓଦୁ ବି,ଡି,ଓ,ତହସିଦାର‌ ପାଇକମାଲ ଉପସ୍ଥିତ ରହି
Read More News
T & CPrivacy PolicyContact Us