This browser does not support the video element.
ରାୟଗଡା: ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁରଙ୍କ ଚନ୍ଦ୍ରପୁର ତହସିଲ ପରିଦର୍ଶନ ଓ ରାଜସ୍ୱ କାର୍ଯ୍ୟକ୍ରମ ସମୀକ୍ଷା କାର୍ଯ୍ୟକ୍ରମ
Rayagada, Rayagada | Sep 3, 2025
ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁରଙ୍କ ଚନ୍ଦ୍ରପୁର ତହସିଲ ପରିଦର୍ଶନ ଓ ରାଜସ୍ୱ କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି l ଡ଼lଙ୍ଗସରଡା ରାଜସ୍ବ ସର୍କଲ ଅନ୍ତର୍ଗତ ସାରିକମl ଗ୍ରାମ ଓ ଚନ୍ଦ୍ରପୁର ତହସିଲ କାର୍ଯାଳୟର ରାଜସ୍ୱ କାର୍ଯ୍ୟକ୍ରମ ଅନୁଧ୍ୟାନ କରିଥିଲେ l ଏହାପରେ ତହସିଲଦାରଙ୍କ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ କରି ରାଜସ୍ୱ କାର୍ଯ୍ୟକ୍ରମ ଉପରେ ବିଶେଷ କରି ରାଜସ୍ୱ ଆଦାୟ, ବସୁନ୍ଧରା ଯୋଜନା ଓ ସରକାରୀ ଜମିର ସମୀକ୍ଷା କରିଥିଲେ l