Download Now Banner

This browser does not support the video element.

ନୂଆପଡା: ସଦଭାବନା ସଭାଗୃହରେ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Nuapada, Nuapada | Aug 1, 2025
ଆଜି ଅପରାହ୍ନ ୪ ଟା ୩୦ ମିନିଟ ସମହରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ସ୍ଵାଧିନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us