This browser does not support the video element.
ଅନୁଗୋଳ: ପିଟିସି ଛକ ନିକଟରେ ଦୁର୍ଘଟଣା ହୋଇଥିବା ତିନି ଜଣଙ୍କ ମଧ୍ୟରୁ ଜଣେଙ୍କର ମୃତ୍ୟୁ
Anugul, Angul | Oct 9, 2025
ଅନୁଗୋଳ ଜିଲ୍ଲା ଅନୁଗୋଳ ଥାନା ଅନ୍ତର୍ଗତ ପିଟିସି ଛକ ନିକଟରେ ଗୁରୁବାର ଦିନ ଦୁଇ ବାଇକ ଦୁର୍ଘଟଣାରେ ତିନି ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି।