Download Now Banner

This browser does not support the video element.

ବାଲିକୁଦା: ପାଣିତିରା ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ସଙ୍ଘବଦ୍ଧ ଆକ୍ରମଣ ଘଟଣାରେ ଚାରିଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

Balikuda, Jagatsinghpur | Apr 12, 2024
ଗତ ଦୁଇଦିନ ତଳେ ପାଣିତିରା ଗ୍ରାମରେ ନବଘନ ମଲିକଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଆଜି ପୋଲିସ ଚାରି ଜଣ ଅଭିଯୁକ୍ତଙ୍କୁ ତାଙ୍କ ଘରୁ ଗିରଫ କରିଥିଲା। ପରେ ସମସ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ସୂଚନା ମିଳିଛି।
Read More News
T & CPrivacy PolicyContact Us