Download Now Banner

This browser does not support the video element.

ଧର୍ମଗଡ: ଧର୍ମଗଡ଼ ରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ

Dharamgarh, Kalahandi | Sep 5, 2025
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସହର ସ୍ଥିତ ହୋଟେଲ ରୋୟାଲ ପ୍ଲେସ ଠାରେ ଶୁକ୍ରବାର ଅପରାହ୍ନ ୨ ଟା ରୁ କଳାହାଣ୍ଡି ପ୍ରାଥମିକ ଶିକ୍ଷକ ସଂଘ ଦ୍ୱାରା ୨୮ ତମ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ସମ୍ମାନିତ ଅତିଥି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ରାଜ୍ୟ ସଭାପତି ଧୀରେନ୍ଦ୍ର କୁମାର ପଟ୍ଟନାୟକ ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ।
Read More News
T & CPrivacy PolicyContact Us