Download Now Banner

This browser does not support the video element.

କୋରାପୁଟ ସହର: ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ କୋରାପୁଟ ଟାଉନ୍ ହଲରେ ଓଡ଼ିଶୀ ଓ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

Koraput Town, Koraput | Aug 26, 2025
ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ କୋରାପୁଟ ପୌର ପରିଷଦ ପକ୍ଷରୁ ସ୍ଥାନୀୟ ଟାଉନ୍ ହଲ୍ ରେ ଓଡିଶୀ ଓ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ମୁନସିପାଲଟିର ବିଭିନ୍ନ ପ୍ରତିଯୋଗୀ ଅଂଶଗ୍ରହଣ କରିଥିବା ଦେଖିବାକୁ ମିଳିଛି। ଆଜି ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟୋଜିତ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ସମାରୋହରେ ପୁରସ୍କୃତ କରାଯିବା ନେଇ ସୂଚନା ଦିଆଯାଇଛି। ନିର୍ବାହୀ ଅଧିକାରୀ ଜ୍ଞାନଜୀତ ତ୍ରୀପାଠୀ ସହ ମୁନସିପାଲଟି କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us