This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଶିକ୍ଷା ବିଭାଗର ସମୀକ୍ଷା କଲେ ବିଧାୟକ ।
Nabarangapur PS, Nabarangpur | Sep 9, 2025
ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଶିକ୍ଷା ବିଭାଗର ସମୀକ୍ଷା କଲେ ବିଧାୟକ । ଆଜି ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଠାରେ ନନ୍ଦାହାଣ୍ଡି ବ୍ଲକ ଅଧୀନରେ ଥିବା ସ୍କୁଲ ଗୁଡିକର ଉନ୍ନତିମୂଳକ କାର୍ଯ୍ୟ ଏବଂ ଛାତ୍ରଛାତ୍ରୀଙ୍କ ସୁବିଧା ସୁଯୋଗର ସମୀକ୍ଷା କରିଛନ୍ତି ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀଶଙ୍କର ମାଝୀ । ଆଜିର ବୈଠକରେ ନନ୍ଦାହାଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କ୍ଷୀରୋଦ ଚନ୍ଦ୍ର ସାହୁ, ନନ୍ଦାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ, ନନ୍ଦାହାଣ୍ଡି ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଶ୍ରୀକାନ୍ତ ଜାନି ଏବଂ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ