Install App
rathuram234
This browser does not support the video element.
ସଦର: ଭବାନୀପାଟଣା ହୋଟେଲ ଭାରତ ପ୍ୟାଲେସରେ ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଅନୂସୁଚିତ ଜନଜାତି ତାଲିମ ଶିବିର
Sadar, Kalahandi | Sep 9, 2025
ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଅନୂସୁଚିତ ଜନଜାତି ଓ ଅନୂସୁଚିତ ଜାତି ଉନ୍ନୟନ ବିଭାଗ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆ ବର୍ଗକଲ୍ୟାଣ ବିଭାଗ ଆନୁକୁଲ୍ୟରେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଥୁଆମୂଳ ରାମପୁର ଦ୍ୱାରା ଆୟୋଜିତ ଆଦି କର୍ମଯୋଗୀ ଅଭିଯାନ କାର୍ଯ୍ୟକ୍ରମରେ ବକ୍ଲ ସ୍ତରୀୟ ପ୍ରଶିକ୍ଷକ ମାନଙ୍କ ନିମନ୍ତେ ତିନି ଦିନିଆ ଜିଲ୍ଲାସ୍ତରୀୟ ତାଲିମ ଶିବିର ଆଜି ସକାଳ 10 ଟା ସମୟରେ ଶୁଭଉଦ୍ଘାଟନ ହୋଇଯାଇଅଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!