Install App
publicnewskadambini
This browser does not support the video element.
ଲକ୍ଷ୍ମୀପୁର: ଦଶମନ୍ତପୁର ସରକାରୀ ନୋଡାଲ ହାଇସ୍କୁଲ ପରିସରରେ ସ୍ବାବଲମ୍ବୀ ଭାରତ ଅଭିଯାନ ତଥା ଉଦ୍ୟମିତା ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ
Lakshmipur, Koraput | Sep 2, 2025
କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ନୋଡାଲ ହାଇସ୍କୁଲ ପରିସରରେ କୋରାପୁଟ ସ୍ବଦେଶୀ ଜାଗରଣ ମଞ୍ଚ ପକ୍ଷରୁ ସ୍ବାବଲମ୍ବୀ ଭାରତ ଅଭିଯାନ ତଥା ଉଦ୍ୟମିତା ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିବା ଅପରାହ୍ନ ୪ଟା ସମୟରେ ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମ ଟି ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଭାତି ଖୋସଲା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!