Download Now Banner

This browser does not support the video element.

ଢେଙ୍କାନାଳ ସଦର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିଦର୍ଶନରେ ଗଲେ ଯୋଗାଣ ମନ୍ତ୍ରୀ କ୍ରୃଷ୍ଣଚନ୍ଦ୍ର ପାତ୍ର।

Dhenkanal Sadar, Dhenkanal | Sep 21, 2025
ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଳକ ଯୋରନ୍ଦା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଆଜି ତା୨୧।୯ ରିଖ ପୂର୍ବାହ୍ନ ୧୧ଘଣ୍ଟା ଘଣ୍ଟା ସମୟରେ ଓଡ଼ିଶା ସରକାରଙ୍କ ମାନ୍ୟବର ଖାଦ୍ୟ ଯୋଗାଣ,ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ କ୍ରୃଷ୍ଣଚନ୍ଦ୍ର ପାତ୍ର ପରିଦର୍ଶନରେ ଆସିଥିଲେ। ଶିଶୁବିଦ୍ୟାମନ୍ଦିର ପକ୍ଷରୁ ମାନ୍ୟବର ମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ବିଦ୍ୟାମନ୍ଦିର ପ୍ରଶାସନିକ ମୂଖ୍ୟ ମନମୋହନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା।
Read More News
T & CPrivacy PolicyContact Us