Download Now Banner

This browser does not support the video element.

ନୂଆପଡା: ଖରିଆର ରୋଡ଼ରେ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ପ୍ରତିକ୍ରିୟା ରଖିଲେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ

Nuapada, Nuapada | Sep 21, 2025
ଆଜି ଖରିଆର ରୋଡ଼ରେ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ପୂର୍ବତନ ମନ୍ତ୍ରୀ ତଥା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଲା ପରେ ଦିନ ଦୁଇଟା ସମୟରେ ନିଜର ପ୍ରତିକ୍ରିୟା ରଖିଛନ୍ତି।
Read More News
T & CPrivacy PolicyContact Us