This browser does not support the video element.
ରାଉରକେଲା ମ୍ୟୁନିସିପାଲଟି: ଉଦିତନଗର ହାଇସ୍କୁଲରେ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା
Raurkela M, Sundargarh | Aug 31, 2024
ଉଦିତନଗର ହାଇସ୍କୁଲରେ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଉଦିତନଗର ସରକାରୀ ଉଚ୍ଚ ବିଦ୍ୟାଳୟ(ଉତ୍କର୍ଷ କେନ୍ଦ୍ର)ରେ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଶନିବାର ଦିନ ପ୍ରାୟ ୧୧ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସାରଙ୍ଗଧର ବରିହା ଯୋଗ ଦେଇଥିଲେ। ସୁନ୍ଦରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ନାଟକ ପ୍ରତିଯୋଗିତା ପ୍ରଧାନଶିକ୍ଷକ ସୁଶ୍ରୀ ଗାୟତ୍ରୀ ସେଠିଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା।