Install App
nihar20051981
This browser does not support the video element.
କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ହାଇସ୍କୁଲ ପରିସରରେ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ତରପରୁ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ପୌରାଧକ୍ଷାଙ୍କ ଯୋଗଦାନ
Kendrapara, Kendrapara | Sep 10, 2025
କେନ୍ଦ୍ରାପଡ଼ା ହାଇସ୍କୁଲ ପରିସରରେ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ତରପରୁ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ପୌରାଧକ୍ଷା ସରିତା ସାହୁ ଯୋଗଦାନ କରିଛନ୍ତି l ହାଇସ୍କୁଲ ପରିସରରେ ବୃକ୍ଷରୋପଣ କରିଛନ୍ତି l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ନାଗରିକ ମଞ୍ଚ ସଭାପତି ଅକ୍ଷୟ ମହାନ୍ତି,କାର୍ଯ୍ୟକାରୀ ସଭାପତି ଫକୀର ଖଟୁଆ, ଉପସଭାପତି ଆକମଲ ଅଲି ଉପସ୍ଥିତ ଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!