Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର 'ନ୍ୟୁ ସିଟି'କୁ ଅନୁମୋଦନ;ଏନେଇ ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ
Bhubaneswar M Corp, Khordha | Sep 11, 2025
ରାଜଧାନୀ ଭୁବନେଶ୍ୱରରେ ଗଢ଼ିଉଠିବ ଆଉ ଏକ ନୂଆ ସହର। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କିଛିଦିନ ତଳୁ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ବୁଧବାର ରାଜ୍ୟ କ୍ୟାବିନେଟ୍ର ମୋହର ବାଜିଛି। ଏହି ପ୍ରକଳ୍ପ ଗୋଠପାଟଣା, ମଳିପଡ଼ା ଓ ଦାଶପୁର ଅଞ୍ଚଳର ପ୍ରାୟ ୮୦୦ ଏକର ଜମିକୁ ନେଇ ହେବ। ଏହା ଏକ ବହୁ-ଅର୍ଥନୀତି ବୃଦ୍ଧି ଅଞ୍ଚଳ ରୂପେ ତିଆରିହେବ। 'ନୂଆ ସହର'ରେ ସମସ୍ତ ଆୟ ଶ୍ରେଣୀ ପାଇଁ ସାମର୍ଥ୍ୟ ଓ ଆବଶ୍ୟକତା ଅନୁସାରେ ବିଭିନ୍ନ ପ୍ରକାରର ଘର ଉପଲବ୍ଧ ହେବ।
Share
Read More News
T & C
Privacy Policy
Contact Us
Your browser does not support JavaScript!