Download Now Banner

This browser does not support the video element.

କଟକ ପୌରାଞ୍ଚଳ: ଲାଲବାଗ ଥାନା ଅଧୀନରେ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ କରିବା ଘଟଣାରେ ୨ ଗିରଫ

Cuttack M Corp PS, Cuttack | Aug 27, 2025
କଟକ ଜିଲ୍ଲା ଲାଲବାଗ ଥାନା ଅଧୀନରେ ନାବାଳିକାକୁ ଅପହରଣ କରିବା ସହ ଦୁଷ୍କର୍ମ କରିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ଲାଲବାଗ ଥାନା ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ହେଲେ ଅବଦୁଲ କାଦିର ଓ ମିର୍ଜା ଆସିଫ ବେଗ। ଏ ନେଇ ବୁଧବାର ରାତି ୯.୩୦ ମିନିଟ ସମୟରେ ସୂଚନା ଦେଇଛନ୍ତି ଥାନା ଅଧିକାରୀ। ୨ ଅଭିଯୁକ୍ତଙ୍କୁ ଆଜି ସନ୍ଧ୍ୟା ୭ ଟା ସମୟରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
Read More News
T & CPrivacy PolicyContact Us