This browser does not support the video element.
ଅନୁଗୋଳ: ପଞ୍ଚ ମହଲା ଠାରେ ଥିବା କୃଷି ବିଜ୍ଞାନ କେନ୍ଦ୍ର ଠାରେ ସିଏମ କିଶାନ ସହାୟତା ରାଶି ପ୍ରଦାନ
Anugul, Angul | Aug 27, 2025
କୃଷି ଭିତ୍ତିକ ଗଣପର୍ବ ନୂଆଖାଇ ଅବସରରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝିଙ୍କ କରକମଳରେ ରବି ୨୦୨୫-୨୬ର ସି ଏମ୍ କିଷାନ ସହାୟତା ରାଶି ଆଜି କୃଷି ଶିକ୍ଷା ସଦନ, ଓ ୟୁ ଟି ଠାରେ ଆୟୋଜିତ ସିଧା ପ୍ରସାରଣ କାର୍ଯ୍ୟକ୍ରମ ମାଧ୍ୟମରେ ଚାଷୀମାନଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ଅନୁଗୋଳ ପଞ୍ଚମହଲା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ସିଧା ପ୍ରସାରଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୁ ଭାବେ ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍