Install App
malliksaroj28
This browser does not support the video element.
ପୁରୀ ମ୍ୟୁନିସିପାଲଟି: ବୁଦ୍ଧିଆବର କଳ ଛକ ଠାରେ ଲୁହ ପାଇପରେ ଯୁବକଙ୍କୁ ସଙ୍ଘବର୍ଦ୍ଧ ଆକ୍ରମଣ ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ l
Puri M, Puri | Sep 2, 2025
ପୁଣି ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ। ଜଣେ ଯୁବକଙ୍କୁ ଅତି ଅମାନୁଷିକ ଭାବେ ଦୁର୍ବୁତ୍ତ ମାନେ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ସଦର ଥାନା ଅନ୍ତର୍ଗତ ଅଙ୍କି ପାଟଣାର ବାବୁ ବରାଳ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ ହସ୍ପିଟାଲ ଓ ପରେ ଭୁବନେଶ୍ବର ଏମ୍ସ କୁ ସ୍ଥାନାନ୍ତର କରାଯାଇଛି। ଦୁର୍ବୁତ୍ତ ମାନେ ଆକ୍ରମଣ କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!