Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Aug 31, 2025
ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ ରବିବାର ତଥା ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ ।
Share
Read More News
T & C
Privacy Policy
Contact Us
Your browser does not support JavaScript!