Download Now Banner

This browser does not support the video element.

ବୌଦ୍ଧ ସଦର: ମର୍ଜାକୁଦ ହାଇସ୍କୁଲ ଠାରେ ବିଶ୍ବ ଦୃଷ୍ଟି ଦିବସ ପାଳିତ

Baudh Sadar, Boudh (Bauda) | Oct 9, 2025
ଗୁରୁବାର ପୀତାବଳୀ ଉଚ୍ଚ ବିଦ୍ୟାଳୟ ମର୍ଜାକୁଦ ଠାରେ ବିଶ୍ବ ଦୃଷ୍ଟି ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ଯ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସନ୍ତୋଷ କୁମାର ତ୍ରିପାଠୀ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ସାନ୍ତା ନିବେଦିତା, ଚକ୍ଷୁରୋଗ ବିଶେଷଜ୍ଞ ଡାକ୍ତର ବଲ୍ଲଭ ପ୍ରଧାନ, ସ୍ବାସ୍ଥ୍ୟ ବିଭାଗ ର ଅନ୍ଯାନ୍ଯ କର୍ମଚାରୀ, ଆଶାକର୍ମୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ |
Read More News
T & CPrivacy PolicyContact Us