This browser does not support the video element.
ଭଟଲି: ଭଟଲି ହାଇସ୍କୁଲରେ ବାର୍ଷିକ ପ୍ରତିଯୋଗିତା ଅନୁଷ୍ଠିତ
Bhatli, Bargarh (Baragarh) | Sep 7, 2025
ଭଟଲି ହାଇସ୍କୁଲରେ ବାର୍ଷିକ ପ୍ରତିଯୋଗିତା ଅନୁଷ୍ଠିତ ଭଟଲି ହାଇସ୍କୁଲରେ ଆଜି ରବିବାର ସକାଳ୧୦ଟାରେ ସମ୍ବାଦ ପକ୍ଷରୁ ବାର୍ଷିକ ପ୍ରତିଯୋଗିତା ଆରମ୍ଭ ହୋଇଥିଲା।ଏଥିରେ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ର ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିବା ବେଳେ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ ରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ହସ୍ତାକ୍ଷର ପ୍ରତିଯୋଗିତା ହୋଇଥିଲା, ହାଇସ୍କୁଲ ସ୍ତରରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।