Install App
rajesh223637
This browser does not support the video element.
ସୋନପୁର: ଆସନ୍ତା ୨ ଦିନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି, ବିଜୁଳି ଓ ଘଡଘଡି ସହ ବର୍ଷା ସମ୍ଭାବନା
Sonapur, Subarnapur (Sonepur) | Aug 26, 2025
ସୂଚନା ଅନୁସାରେ ଆସନ୍ତା ୨ ଦିନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଥିବା ବେଳେ, ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା ସହିତ ପବନର ବେଗ ଘଣ୍ଟା ପ୍ରତି 30 ରୁ 40 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି l
Share
Read More News
T & C
Privacy Policy
Contact Us
Your browser does not support JavaScript!