Download Now Banner

This browser does not support the video element.

ଜୁନାଗଡ: ଦଶପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ।

Junagarh, Kalahandi | Sep 22, 2025
ଦଶପୁର ପଞ୍ଚାୟତ କାର୍ଯ୍ୟଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ । ଆଜ 22 ତାରିଖ ସୋମବାର ସକାଳ 11ଟାରୁ ଅପରାହ୍ନ 5ଟା ପର୍ଯ୍ୟନ୍ତ ଦଶପୁର ଗ୍ରାମ ପଞ୍ଚାୟତ ପରିସରରେ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛ ଗୋଲାମୁଣ୍ଡା ବିଡ଼ିଓ ତ୍ରିପୁରା ମହାନନ୍ଦ ଙ୍କ ନେତୃତ୍ୱରେ ଆଜି ଦଶପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ 68ଟି ଅଭିଯୋଗରୁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ସାମିଲ କରି ଟି 14ସମସ୍ୟାର ତୁରନ୍ତ ସମାଧାନ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ
Read More News
T & CPrivacy PolicyContact Us