Install App
pandajitu167
This browser does not support the video element.
କଣ୍ଟାମାଳ: ଦହ୍ୟା ଠାରେ ତାଳ ପଦର ଠାରୁ ଶଗଡା ପର୍ଯ୍ୟନ୍ତ ରାସ୍ତା ଉନ୍ନତ୍ତି କରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ
Kantamal, Boudh (Bauda) | Sep 10, 2025
ବୁଧବାର ଦିନ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦହ୍ୟା ଠାରେ ତାଳ ପଦର ଠାରୁ ଶଗଡା ପର୍ଯ୍ୟନ୍ତ ରାସ୍ତାର ଉନ୍ନତ୍ତି କରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି | ଆଜି ଅନୁଷ୍ଠିତ ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!