Install App
prashantakumar79
This browser does not support the video element.
ପୋଡିଆ: ଶିମିଳିବାଞ୍ଛା ଠାରେ କେନ୍ଦୁପତ୍ର ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗର ମିଳିତ ଆନୁକୁଲ୍ୟରେ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ
Podia, Malkangiri | Aug 24, 2025
ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ ଶିମିଳିବାଞ୍ଛା ପଞ୍ଚାୟତ ସଦର ମହକୁମାରେ କେନ୍ଦୁପତ୍ର ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗର ମିଳିତ ଆନୁକୁଲ୍ୟରେ ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଠାରେ ସ୍ଥାନୀୟ ଅଞ୍ଚଳର କେନ୍ଦୁପତ୍ର ତୋଳାଳୀ ଓ ଜନ ସଧାରଣ ମିଳିତ ଭାବେ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ସହ ମାଗଣା ଔଷଧ ନେଇଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!