This browser does not support the video element.
ମାଲକାନଗିରି: ତାରଲାକୋଟା ହାଇସ୍କୁଲରେ ବ୍ଲକ ସ୍ତରୀୟ ଖେଳ ପ୍ରତିଯୋଗିତା ଉଦଘାଟନ, ଯୋଗ ଦେଲେ ବ୍ଲକ ଶିକ୍ଷାଧିକାରୀ
Malkangiri, Malkangiri | Sep 13, 2025
ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଶିକ୍ଷା ଅନ୍ତର୍ଗତ ତାରଲାକୋଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ଖେଳ ପ୍ରତିଯୋଗିତା ଆଜି ଦିନ ୧୧ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋରୁକୋଣ୍ଡା ବିଧାୟକ ପ୍ରତିନିଧି ବିନାୟକ ପାତ୍ର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ଅସିତ ମିସ୍ତ୍ରୀ ଯୋଗ ଦେଇଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅରୁଣ ରାୟ, ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସୁଶିଳା ହିଆଲ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମଣିଶଙ୍କର ମଜୁମଦାର, ବିଦ୍ୟାଳୟ ପ୍