Download Now Banner

This browser does not support the video element.

ଲାଞ୍ଜିଗଡ: ବୁଢ଼ାଉମେର (ଜାମଗୁଡ଼ା) ଠାରେ ନୂଆଁଖାଇ ଭେଟଘାଟ ଉପଲକ୍ଷେ ନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ

Lanjigarh, Kalahandi | Sep 3, 2025
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ପୋଖରୀବନ୍ଧ ପଞ୍ଚାୟତ ସ୍ଥିତ ବୁଢ଼ା ଉମେର ଗ୍ରାମରେ ନୂଆଁଖାଇ ଭେଟଘାଟ ଅବସରରେ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଯଶୋବନ୍ତ ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରତିନିଧି ପ୍ରଦିପ ଘଡେ଼ଇ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ଉପାଧ୍ୟକ୍ଷ ଜଗଦୀଶ ବେନିଆ ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବେ ପୋଖରୀବନ୍ଧ ସରପଞ୍ଚ ସସ୍ମିତା ମାଝୀ,ନାଏବ ସରପଞ୍ଚ ପବିତ୍ର ବିଭାର, ଏଡିଓ କର୍ଣ୍ଣ ମହାନନ୍ଦ ପ୍ରମୁଖ ଯୋଗଦେଇ ଥିଲେ।
Read More News
T & CPrivacy PolicyContact Us