Download Now Banner

This browser does not support the video element.

ଟିଟିଲାଗଡ: ଟିଟିଲାଗଡ଼ ପୌରପରିଷଦ କଲ୍ୟାଣ ମଣ୍ଡପ ଠାରେ ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ

Titlagarh, Balangir | Aug 31, 2025
ଟିଟିଲାଗଡ଼ ପୌରପରିଷଦ କଲ୍ୟାଣ ମଣ୍ଡପ ଠାରେ ପୌର ପରିଷଦ ପକ୍ଷରୁ ଆଜି ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯାଇଅଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ। ପୌରପରିଷଦ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସୁଚାରୁ ଭାବରେ ସମ୍ପନ୍ନ ପାଇଁ ପୌରାଧ୍ୟକ୍ଷା, ପୌର ନିର୍ବାହୀ ଅଧିକାରୀଙ୍କ ସମେତ ସମସ୍ତ କାଉନସିଲର, ପୌର କର୍ମଚାରୀ, ସ୍ୱଚ୍ଛ ସାଥି, ସୁପର ଭାଇଜର, ସଫେଇ କର୍ମଚାରୀଙ୍କୁ ଅଭିନନ୍ଦନ ସହ ସହରର ନାଗରିକଙ୍କ ସମସ୍ୟାକୁ ଗମ୍ଭୀରତାର ସହ ଗ୍ରହଣ କରି ସେବା ପ୍ରଦାନ କରିବାକୁ ଆହ୍ୱାନ କରିଥିଲେ ବିଧାୟକ l ଦେଶର ଜଶସ୍ବୀ
Read More News
T & CPrivacy PolicyContact Us