Install App
aarohipatra4
This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ଆରସିଡ଼ି ହାଇସ୍କୁଲରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ “ଉଲ୍ଲାସ “ ର ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ।
Nabarangapur PS, Nabarangpur | Oct 9, 2025
ଆରସିଡ଼ି ହାଇସ୍କୁଲରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ “ଉଲ୍ଲାସ “ ର ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ । ଆଜି ସ୍ଥାନୀୟ ଆର ସି ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ “ଉଲ୍ଲାସ “ କାର୍ଯ୍ୟକ୍ରମ ଅଧୀନରେ ବ୍ଲକ ସ୍ତରୀୟ ନୋଡାଲ ଅଧିକାରୀଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ନବରଙ୍ଗପୁର ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀ କେଶବ ମେହେରଙ୍କ ତତ୍ୱାବଧାନରେ ଆଜିର ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Share
Read More News
T & C
Privacy Policy
Contact Us
Your browser does not support JavaScript!