This browser does not support the video element.
ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଓଏସଆରଟିସି ନୋଡାଲର କମିଟି ବୈଠକ ଅନୁଷ୍ଠିତ
Paralakhemundi, Gajapati | Aug 17, 2024
ଗଜପତି ଜିଲ୍ଲାରେ ଚଳାଚଳ ହେଉଥିବା ବସ୍ ସେବାର ବ୍ୟବସ୍ଥା ନେଇ ଆଜି ଦିବା ୧୧ ଘଣ୍ଟ ସମୟରେ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାସ୍ତରୀୟ ଓଏସଆରଟିସି ନୋଡାଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ ଯୋଗ ଦେଇ ଗଜପତି ଜିଲ୍ଲାରେ ବସ୍ ସେବା ଚଳପ୍ରଚଳ ନେଇ ରହିଥିବା ସ୍ଥିତି ସମ୍ପର୍କରେ ବିଭିନ୍ନ ଷ୍ଟେକ୍ ହୋଲ୍ଡରଙ୍କ ସହ ଆଲୋଚନା କରିଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନୀଲ କାନ୍ତ ମହାନ୍ତି, ଉପ-ଜିଲ୍ଲାପାଳ ପାରଳାଖ