Download Now Banner

This browser does not support the video element.

ବାଙ୍ଗିରିପୋଷି: ରଙ୍ଗାମାଟିଆ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବୃକ୍ଷ ରୋପଣ ,ଯୋଗ ଦେଲେ ଜିଲ୍ଲା ଶିକ୍ଷା ଅଧିକାରୀ

Bangiriposi, Mayurbhanj | Jul 14, 2025
ମୟୂରଭଞ୍ଜ ଜିଲ୍ଲା ର ରଙ୍ଗାମାଟିଆ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଆଜି ଦିବା 12 ଘଟିକା ସମୟରେ ଅନୁଷ୍ଟିତ ହେଇ ଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଯୋଗ ଦେଇ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାର ର ବୃକ୍ଷ ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ସ୍କୁଲ ର ପ୍ରଧାନ ଶିକ୍ଷକ ସମେତ,ଶିକ୍ଷକ ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us