This browser does not support the video element.
ସୋନପୁର: ଆସନ୍ତାକାଲି ପାଇଁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି, ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା
Sonapur, Subarnapur (Sonepur) | Aug 22, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ଚାରି ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି, ଏହି କ୍ରମରେ ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା ଥିବାବେଳେ, ପବନର ବେଗ ଘଣ୍ଟା ପ୍ରତି 30 ରୁ 40 କିଲୋମିଟର ରହିବା ନେଇ ପୂର୍ବନାନ କରିଛି ରାଜ୍ୟ ପାଣିପାଗ ବିଭାଗ l