Download Now Banner

This browser does not support the video element.

ହିଞ୍ଜିଳି: ହିଞ୍ଜିଳି କାଟୁ ବ୍ଲକ ଅନ୍ତର୍ଗତ ବୁରୁପଡା ଗ୍ରାମ ପଞ୍ଚାୟତ ସଭା କକ୍ଷ ପରିସରରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ

Hinjili, Ganjam | Sep 8, 2025
ଗଞ୍ଜାମ ଜିଲ୍ଲା ହିଞ୍ଜିଳି କାଟୁ ବ୍ଲକ ଅନ୍ତର୍ଗତ ବୁରୁପଡା ପଞ୍ଚାୟତ ଠାରେ ଆଜି ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି. ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବ୍ଲକ ଗୋଷ୍ଠୀ ଉନ୍ନୟଧିକାରୀ ସୁ ଶ୍ରୀ ସାଗରୀକା ଷଢଙ୍ଗୀ, ସ୍ଥାନୀୟ ତହସିଲଦାର, ଥାନା ଅଧିକାରୀ ଶ୍ରୀନିବାସ ସେଠି ସହ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ୧୩୦ରୁ ଉର୍ଦ୍ଧ ଅଭିଯୋଗ ଶୁଣିଥିଲେ।
Read More News
T & CPrivacy PolicyContact Us