Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଓଡ଼ିଆ ଜାଗରଣ ମଞ୍ଚ ପକ୍ଷରୁ ନିର୍ବାଚନ କମିସନରଙ୍କୁ ଅତିରିକ୍ତ ଜିଲ୍ଲାପାଳଙ୍କ ଜରୀଆରେ ଦାବିପତ୍ର ପ୍ରଦାନ

Baripada M, Mayurbhanj | Sep 6, 2025
ଓଡ଼ିଆ ଜାଗରଣ ମଞ୍ଚ ତରଫରୁ ଆନ୍ଦୋଳନ କରାଯାଇ ଆସୁଥିବା ବେଳେ ଶନିବାର ଦିନ ପ୍ରାୟ ୧୨ଟାରେ ଓଡ଼ିଆ ଜାଗରଣ ମଞ୍ଚ ତରଫରୁ ପୁନଃ ଡି-ଲିମିଟେସନ କରାଯାଇ ମୟୂରଭଞ୍ଜ ଜିଲ୍ଲାରେ ବିଧାନସଭା ଏବଂ ଲୋକସଭା ନିର୍ବାଚନ ମଣ୍ଡଳୀ ବୃଦ୍ଧି କରାଯିବାକୁ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକଙ୍କ ଜରିଆରେ ରାଜ୍ୟ ନିର୍ବାଚନ କମିଶନର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ତଥ୍ୟ ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
Read More News
T & CPrivacy PolicyContact Us