This browser does not support the video element.
ଜୁନାଗଡ: ଗୋଲାମୁଣ୍ଡା ସର୍ବମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ଯାଳୟରେ ବିଶ୍ୱ ପ୍ରାଥମିକ ଉପଚାର ଦିବସ ପାଳିତ
Junagarh, Kalahandi | Sep 13, 2025
ଗୋଲାମୁଣ୍ଡା ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ଯାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ପ୍ରାଥମିକ ଉପଚାର ଦିବସ ଶନିବାର ସକାଳ ୧୦ ଟା ରୁ ପାଳିତ ହୋଇଯାଇଛି । ପ୍ରଶିକ୍ଷକ ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ଯୁବ ରେଡକ୍ରସ ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀ ମାନଙ୍କୁ ଦୁର୍ଘଟଣା ସ୍ଥଳରେ ଆହତ ମାନଙ୍କୁ ଆବଶ୍ୟକୀୟ ପ୍ରାଥମିକ ଉପଚାର ପାଇଁ ତାଲିମ ପ୍ରଦାନ କରିଥିଲେ।