This browser does not support the video element.
ଧର୍ମଶାଳା: ନୀଳକଣ୍ଠପୁର ଗ୍ରାମରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ ବିଧାୟକ ହିମାଂଶୁ ଶେଖର ସାହୁ
Dharmasala, Jajpur | Aug 31, 2025
ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଉତ୍ତରପ୍ରତାପ ଗ୍ରାମପଞ୍ଚାୟତ ନୀଳକଣ୍ଠପୁର ଗ୍ରାମର ସ୍ବର୍ଗତ ସୁଧୀର ମିଶ୍ରଙ୍କର ଏକ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ହୋଇଛି । ଏହି ଦୁଃଖଦ ଖବର ପାଇ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ତାଙ୍କ ବାସଭବନରେ ପହଞ୍ଚି ଶୋକାକୁଳ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିବା ଶନିବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।