Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଚନ୍ଦକାରେ ହେବ ହାତୀ ଗବେଷଣା କେନ୍ଦ୍ର ଏହାକୁ ଟାର୍ଗେଟ କରି ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ନେତା ସୁରେଶ ରାଉତରାୟ

Bhubaneswar M Corp, Khordha | Aug 22, 2025
ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ।ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ।ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ମଧ୍ୟ ଉଦ୍‌ଘାଟିତ। ଏହାକୁ ବିରୋଧ କରିଛନ୍ତି ବରିଷ୍ଠ ନେତା ସୁରେଶ ରାଉତରାୟ ସେ କହିଛନ୍ତି ମୁଖ୍ୟମନ୍ତ୍ରୀ କେବଳ ପ୍ରଚାର କରୁଛନ୍ତି |
Read More News
T & CPrivacy PolicyContact Us