Download Now Banner

This browser does not support the video element.

ମାଲକାନଗିରି: ଗୋରାସେତୁ ଛକ ନିକଟରେ ବିଜେପି ପକ୍ଷରୁ ନୂତନ ବଡ଼ପଡ଼ା ମଣ୍ଡଳ କମିଟିର ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

Malkangiri, Malkangiri | Aug 30, 2025
ଆଜି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପଣସପୁଟ ପଞ୍ଚାୟତର ଗୋରାସେତୁ ଛକ ନିକଟରେ ବିଜେପି ପକ୍ଷରୁ ନୂତନ ବଡ଼ପଡ଼ା ମଣ୍ଡଳ କମିଟିର ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜେପି ଜିଲ୍ଲା ସଭାପତି ଅଶୋକ କୁମାର ପରିଡ଼ା, ଜିଲ୍ଲା ସାଧାରଣ ସମ୍ପାଦକ ଅକ୍ଷୟ କୁମାର ବିଶ୍ୱାଳ, ଚିତ୍ରକୋଣ୍ଡା ପୂର୍ବତନ ବିଧାୟକ ଡମ୍ବରୁ ଶିଶା, ଜିଲ୍ଲା ସାଂସଦ ପ୍ରତିନିଧି ସଞ୍ଜୟ ସରକାର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସଭାପତି ନୂତନ ମଣ୍ଡଳ କମିଟିର ସମସ୍ତଙ୍କ ନାମ ଘୋଷଣା କରିବା ସହ ସମସ୍ତଙ୍କୁ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
Read More News
T & CPrivacy PolicyContact Us