Install App
pitabasdash10
This browser does not support the video element.
ଆସିକା: ଖମ୍ବେଶ୍ବରୀ ମନ୍ଦିର କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ଥରୀୟ କଂଗ୍ରେସର ସଙ୍ଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Asika, Ganjam | Sep 2, 2025
କଂଗ୍ରେସ ରାଜ୍ୟ ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦେଶ କ୍ରମେ ଆଜି ଗଞ୍ଜାମ ଜିଲ୍ଲା ଆସିକା ସହର ଖମ୍ବେଶ୍ୱରୀ ମନ୍ଦିର କଲ୍ୟାଣୀ ମଣ୍ଡପ ଠାରେ କଂଗ୍ରେସର ଜିଲ୍ଲାସ୍ଥରୀୟ ସଙ୍ଗଠନ ସୃଜନ ଅଭିଯାନ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଏଆଇସିସି ପକ୍ଷରୁ ନିଯୁକ୍ତ ଦୁଇଜଣ ନିରୀକ୍ଷକ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ଶଗରିଆ , ସର୍ବ ଭାରତୀୟ କଂଗ୍ରେସ କମିଟି ସଚିନ ନାୟକ ଯୋଗ ଦେଇଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!