Install App
sushantpattnayak1983
This browser does not support the video element.
ଛତ୍ରପୁର: ବ୍ରହ୍ମପୁର ସ୍ପେଶାଲ ସର୍କିଟ ହାଉସରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ସମୀକ୍ଷା ବୈଠକ ଅନୁଷ୍ଠିତ, ଯୋଗଦେଲେ ୨ ମନ୍ତ୍ରୀ
Chhatrapur, Ganjam | Sep 12, 2025
ବ୍ରହ୍ମପୁର ସ୍ଥିତ ସର୍କିଟ୍ ହାଉସ ଠାରେ ଠାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ଏକ ସମୀକ୍ଷା ବୈଠକ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଜେନା,ମତ୍ସ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇଥିଲେ। ଗଞ୍ଜାମ ଜିଲ୍ଲାପାଳ ଭି କିର୍ତ୍ତିଭାସନଙ୍କ ସମେତ ବହୁ ପ୍ରମୁଖ ଅଧିକାରୀ ମାନେ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!