Download Now Banner

This browser does not support the video element.

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାରେ ପବନ ଓ ବିଜୁଳି ବଜ୍ରପାତକୁ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱର୍ନିଙ୍ଗ ଜାରି

Jharsuguda, Jharsuguda | Sep 7, 2025
ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପବନ ସହିତ ବିଜୁଳି ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ବିଜୁଳି ବଜ୍ରପାତକୁ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଝାରସୁଗୁଡା ଜିଲ୍ଲାପାଇଁ ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଆଜି ରବିବାର ଦିନ ଗୋଟାଏ ସମୟରେ ଜିଲ୍ଲାପାଇଁ ୟେଲୋ ୱର୍ନିଙ୍ଗ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଏହାକୁ ନେଇ ସତର୍କ ରହିବା ପାଇଁ
Read More News
T & CPrivacy PolicyContact Us