Download Now Banner

This browser does not support the video element.

ଛତ୍ରପୁର: ପାଟପୁର ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା,ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ବ୍ରହ୍ମପୁର ପୋକ୍ସୋ କୋର୍ଟ

Chhatrapur, Ganjam | Aug 25, 2025
ପାଟପୁର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବ୍ରହ୍ମପୁର ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୋଗ ରେ ସମ୍ପର୍କୀୟ ମାମୁକୁଂ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବ୍ରହ୍ମପୁର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ।ସୋମବାର ଅପରାହ୍ନରେ ବ୍ରହ୍ମପୁର କୋର୍ଟ ପରିସରରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ପିପି ନାରାୟଣ ପଣ୍ଡା ।
Read More News
T & CPrivacy PolicyContact Us