Download Now Banner

This browser does not support the video element.

ଧର୍ମଗଡ: ଧର୍ମଗଡ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ

Dharamgarh, Kalahandi | Aug 27, 2025
ଧର୍ମଗଡ଼ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେବୁଧବାର ଅପରାହ୍ନ ୩ ଟା ରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଗଣେଶ ଚତୁର୍ଥୀ ଅବସରରେ ଧର୍ମଗଡ଼ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା। କାର୍ଯ୍ୟକ୍ରମ ରେ ବିଜେପି ରାଜ୍ଯ ସଭାପତି ଶ୍ରୀ ମନମୋହନ ସାମଲ, ଜିଲ୍ଲା ସଭାପତି ଶ୍ରୀ ଯୁଗଳ କିଶୋର ପୋଡ଼, ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ।
Read More News
T & CPrivacy PolicyContact Us