This browser does not support the video element.
ଅନୁଗୋଳ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅବ୍ୟବସ୍ଥା ନେଇ ଜିଲ୍ଲା ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ସିଡିଏମଓଙ୍କୁ ଦାବିପତ୍ର ପ୍ରଦାନ
Anugul, Angul | Aug 21, 2025
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦିନକୁ ଦିନ ଅବ୍ୟବସ୍ଥା ଲାଗି ରହିଛି। ବିଭିନ୍ନ ଅସୁବିଧା ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗତି କରୁଥିବା ବେଳେ ନୂତନ ଭାବେ ତିଆରି ହୋଇଥିବା ଟ୍ରମା କେୟାରରେ ଅବସ୍ଥା ସମାନ ରହିଛି। ରୋଗୀ ମାନେ ବହୁତ ଅସୁବିଧାର ସମ୍ମୁଖିନ ହେଉଥିବା ଦେଖିବାକୁ ମିଳିଛି। ଏନେଇ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି କି ପ୍ରଦୂଷଣ ବିଷ ବଳୟରେ ଜର୍ଜରିତ ଶିଳ୍ପ ସମ୍ବନ୍ଧ ଅନୁଗୁଳ ଜିଲ୍ଲାରେ ଦିନକୁ ଦିନ ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରତ